Breaking News
ଅପରାଧ

ଅପରିଚତ ମହିଳାଙ୍କ ଉପରେ ଚଢ଼ିଗଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ଅପରିଚତ ମହିଳାଙ୍କ ଉପରେ ଚଢ଼ିଗଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ବ୍ରଜରାଜନଗର: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୪୯ର ଗିଦଘରା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଜଣେ ଅପରିଚତ ମହିଳାଙ୍କ ଉପରେ ଅଜଣା ଗାଡ଼ି ଚଢ଼ିଯିବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ସକାଳ ୭ ଟାରେ ଘଟିଛି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୪୯ର ଗିଦଘରା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଜଣେ ଅପରିଚତ ମହିଳାଙ୍କ ଉପରେ ଅଜଣା ଗାଡ଼ି ଚଢ଼ିଯିବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ସକାଳ ୭ ଟାରେ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳି ନଥିବାବେଳେ ରାମପୁର ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଅନ୍ୟପଟେ ଦୁର୍ଘଟଣା ଘଟଇଥିବା ଭାରୀଯାନ ଫେରାର ହୋଇଥିବା ସୂଚନା ମିଳିଛିl ମୃତ ମହିଳାଙ୍କ ପରିଚୟ ମିଳି ନଥିବାବେଳେ ରାମପୁର ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଅନ୍ୟପଟେ ଦୁର୍ଘଟଣା ଘଟଇଥିବା ଭାରୀଯାନ ଫେରାର ହୋଇଥିବା ସୂଚନା ମିଳିଛିl

Related Post