Breaking News
ରାଜନୀତି

ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା

ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା

ଭୁବନେଶ୍ବର: ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା। ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ ଉପନେତା ସହ ମୁଖ୍ୟ ସଚେତକ ଦାୟିତ୍ୱ ଦେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ | ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ବିଜେଡି ସଭାପତି|

Related Post