Breaking News
ରାଜନୀତି

ବାସଭବନରୁ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଚାଲି ଚାଲି ଆସିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ବାସଭବନରୁ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଚାଲି ଚାଲି ଆସିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ: ନିଜ ବାସଭବନରୁ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଚାଲି ଚାଲି ଆସିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେଠାରେ ସେ ଧାମନଗର ନିର୍ବାଚନ ମଣ୍ଡଳୀର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ ବୋଲି ଜଣାଯାଇଛି।

Related Post