Breaking News
ରାଜନୀତି

ଟିଏମସି ସାଂସଦ ଅଭିଷେକ ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ

ଟିଏମସି ସାଂସଦ ଅଭିଷେକ ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ

କୋଲକାତା: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ ଅଭିଷେକ ବାନାର୍ଜୀଙ୍କ ସମସ୍ୟା ବୃଦ୍ଧି ପାଇଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ଅଭିଯୋଗରେ କୋଲକାତାର ବିଧାନନଗର ସାଇବର କ୍ରାଇମ୍ ପୁଲିସ ଷ୍ଟେସନରେ ବାନାର୍ଜୀଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଛି। ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିରୋଧରେ ଦିଆଯାଇଥିବା ମନ୍ତବ୍ୟ ମଧ୍ୟ ଉଲ୍ଲେଖ ଅଛି।

Related Post