Breaking News
ରାଜନୀତି

ଶପଥ ନେଲେ ସତୀଶନ

ଶପଥ ନେଲେ ସତୀଶନ

ତିରୁଅନନ୍ତପୁରମ: କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ୍ ଡେମୋକ୍ରାଟିକ୍ ଫ୍ରଣ୍ଟ (ୟୁଡିଏଫ୍) କେରଳ ବିଧାନସଭା ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିଛି। ୧୪୦ ଆସନରୁ ୧୦୨ ଆସନ ଜିତିଛି। ଭି.ଡି. ସତୀଶନ ସୋମବାର ପୂର୍ବାହ୍‌ଣରେ ରାଜଧାନୀ ତିରୁବନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ତାଙ୍କ କ୍ୟାବିନେଟ ସହିତ ପଦ ଏବଂ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି। ସତୀଶନଙ୍କୁ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ବନାଥ ଆର୍ଲେକର ପଦ ଏବଂ ଗୋପନୀୟତାର ସହିତ ଶପଥପାଠ କରାଇଛନ୍ତି।

Related Post