Breaking News
ରାଜନୀତି

ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ଭୁବନେଶ୍ବର: ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ। ସେ କୋର କମିଟି ବୈଠକରେ ଯୋଗ ଦେବେ। ନୀତିନ ନବୀନଙ୍କୁ ଭବ୍ୟ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

Related Post